Jeremiah 23:29 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ଯ ଅଗ୍ନି ତୁଲ୍ଯ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ଵରୂପ ନୁହେଁ? ଓ ପାଷାଣ ଖଣ୍ତବିଖଣ୍ତକାରୀ ହାତୁଡ଼ି ତୁଲ୍ୟ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ ଅଗ୍ନି ତୁଲ୍ୟ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?”