Jeremiah 23:3 — Compare Translations
5 translations compared side by side
Odia - 1840
"ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦଇେଅଛୁ, ସହେିସବୁ ଦେଶରୁ ସମାନଙ୍କେର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସମାନଙ୍କେୁ ସମାନଙ୍କେର ବାସ ସ୍ଥାନକୁ ଫରୋଇ ଆଣିବା। ସେତବେେଳେ ସମାନେେ ପ୍ରଜାବନ୍ତ ଓ ବହୁ ସଂଖ୍ଯକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବ; ଓ ବହୁସଂଖ୍ୟକ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କର ବାସ ସ୍ଥାନକୁ ଫେରାଇ ଆଣିବା। ସେତେବେଳେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।