Jeremiah 23:30 — Compare Translations

5 translations compared side by side

Odia - 1840
" ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବେଶୀଠାରୁ ଆମ୍ଭର ବାକ୍ଯ ହରଣ କରନ୍ତି, ଆମ୍ଭେ ସମାନଙ୍କେର ବିପକ୍ଷ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।”