Jeremiah 23:31 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ଯଦବକ୍ତାମାନେ, ନିଜେ ମିଥ୍ଯା କହି ଛଳନା ପୂର୍ବକ କହନ୍ତି ମୁଁ କହିଛି ବୋଲି, ମୁଁ ସମାନଙ୍କେର ବିପକ୍ଷ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ଵା ବ୍ୟବହାର କରି, “ସେ କହନ୍ତି” ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ନିଜେ ମିଥ୍ୟା କହି ଛଳନା ପୂର୍ବକ କହନ୍ତି ମୁଁ କହିଛି ବୋଲି, ମୁଁ ସେମାନଙ୍କର ବିପକ୍ଷ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।”