Jeremiah 23:32 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ଯା ସ୍ବପ୍ନର ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସହେି ମିଥ୍ଯା କଥା ଓ ଅସାର ଶିକ୍ଷା ଦ୍ବାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସମାନଙ୍କେର ବିପକ୍ଷ ଅଟୁ। ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ପଠାଇ ନାହୁଁ କିଅବା ସମାନଙ୍କେୁ ଆଜ୍ଞା ଦଇେ ନାହୁଁ। ତେଣୁ ସମାନେେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ,ଯେଉଁମାନେ ମିଥ୍ୟା ସ୍ଵପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ଵାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।