Jeremiah 23:33 — Compare Translations
5 translations compared side by side
Odia - 1840
"ତା'ପ ରେ ଯେତବେେଳେ ଯିହୁଦାର ଲୋକମାନେ, କିଅବା ଭବିଷ୍ଯଦବକ୍ତାଗଣ କିଅବା ଯାଜକଗଣ ତୁମ୍ଭକୁ ପଚାରନ୍ତି, ' ହେ ଯିରିମିୟ, ସଦାପ୍ରଭୁଙ୍କର ଭାରୋକ୍ତି କ'ଣ?' ସେତବେେଳେ ତୁମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଉତ୍ତର କରିବ, 'ତୁମ୍ଭମାନେେ ହେଉଛ ସଦାପ୍ରଭୁଙ୍କର ବୋଝ, ତେଣୁ ମୁଁ ତୁମ୍ଭମାନଙ୍କୁ ପରିତ୍ଯାଗ କରିବି। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ସଦାପ୍ରଭୁଙ୍କର ଭାରୋକ୍ତି କଅଣ? ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କଠାରୁ ଶୋକବାର୍ତ୍ତା “ତା’ପରେ ଯେତେବେଳେ ଯିହୁଦାର ଲୋକମାନେ, କିଅବା ଭବିଷ୍ୟଦ୍ବକ୍ତାଗଣ କିଅବା ଯାଜକଗଣ ତୁମ୍ଭକୁ ପଗ୍ଭରନ୍ତି, ‘ହେ ଯିରିମିୟ, ସଦାପ୍ରଭୁଙ୍କର ଭାରୋକ୍ତି କ’ଣ?’ ସେତେବେଳେ ତୁମ୍ଭେ ନିଶ୍ଚିତ ଭାବରେ ସେମାନଙ୍କୁ ଉତ୍ତର କରିବ, ‘ତୁମ୍ଭେମାନେ ହେଉଛ ସଦାପ୍ରଭୁଙ୍କର ବୋଝ, ତେଣୁ ମୁଁ ତୁମ୍ଭମାନଙ୍କୁ ପରିତ୍ୟାଗ କରିବି।’ ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’