Jeremiah 23:34 — Compare Translations

5 translations compared side by side

Odia - 1840
"ଯଦି କୌଣସି ଭବିଷ୍ଯଦବକ୍ତା କିଅବା ଯାଜକ କିଅବା ଲୋକମାନଙ୍କ ମଧ୍ଯରୁ ଯେ କହେି କ ହେ, 'ସଦାପ୍ରଭୁଙ୍କର ବାର୍ତ୍ତା ଏକ ଭାରୀ', ମୁଁ ସେ ଲୋକକୁ ଓ ତାହାର ପରିବାରକୁ ଶାସ୍ତି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁଙ୍କର ଭାରୋକ୍ତି, ଏହି କଥା ଭବିଷ୍ୟଦ୍ବକ୍ତା ଓ ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ଭବିଷ୍ୟ‌ଦ୍‌ବକ୍ତା କିଅବା ଯାଜକ କିଅବା ଲୋକମାନଙ୍କ ମଧ୍ୟରୁ ଯେକେହି କହେ, ‘ସଦାପ୍ରଭୁଙ୍କର ବାର୍ତ୍ତା ଏକ ଭାରୀ’, ମୁଁ ସେ ଲୋକକୁ ଓ ତାହାର ପରିବାରକୁ ଶାସ୍ତି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।”