Jeremiah 23:35 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକି ଓ ଆପଣା ଭ୍ରାତାକୁ ପଚାରିବ, 'ସଦାପ୍ରଭୁ କି ଉତ୍ତର ଦଇେଅଛନ୍ତି?' 'ସଦାପ୍ରଭୁ କି କଥା କହିଅଛନ୍ତି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ଏହି କଥା କହିବ, ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ପଗ୍ଭରିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ‘ସଦାପ୍ରଭୁ କି କଥା କହିଅଛନ୍ତି?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ଏହି କଥା କହିବ, “ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?”