Jeremiah 23:38 — Compare Translations

5 translations compared side by side

Odia - 1840
"ମାତ୍ର 'ତୁମ୍ଭମାନେେ ସଦାପ୍ରଭୁଙ୍କର ଭାରୋକ୍ତି ବୋଲି' କୁହ ନାହିଁ। ତୁମ୍ଭମାନେେ ଯଦି ଏହିକଥା କୁହ, ତବେେ ସଦାପ୍ରଭୁ କହନ୍ତି, 'ଆମ୍ଭେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କର ଭାରୋକ୍ତି ନ କହିବାକୁ କହିଥିଲୁ, ତଥାପି 'ତୁମ୍ଭମାନେେ ସହେି ଉଚ୍ଚ ଶବ୍ଦ ବ୍ଯବହାର କଲ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କର ଭାରୋକ୍ତି, ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତିଣ: ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ‘ତୁମ୍ଭେମାନେ ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କୁହ ନାହିଁ। ତୁମ୍ଭେମାନେ ଯଦି ଏହିକଥା କୁହ, ତେବେ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କର ଭାରୋକ୍ତି ନ କହିବାକୁ କହିଥିଲୁ, ତଥାପି ତୁମ୍ଭେମାନେ ସେହି ଉଚ୍ଚ ଶବ୍ଦ ବ୍ୟବହାର କଲ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର “ସଦାପ୍ରଭୁଙ୍କର ଭାରୋକ୍ତି,” ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: “ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହୁଅଛ।