Jeremiah 23:39 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭମାନେେ ଆମ୍ଭର ବାକ୍ଯକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦଇେଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତା; ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ଆମ୍ଭର ବାକ୍ୟକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦେଇଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
Odia IRV 2017 (ଓଡିଆ ବାଇବେଲ)
ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;