Jeremiah 23:4 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ସମାନଙ୍କେ ଉଦ୍ଦେଶ୍ଯ ରେ ନୂତନ ପାଳକ ନିୟୁକ୍ତ କରିବା। ସମାନେେ ସମାନଙ୍କେୁ ଚରାଇବେ ଓ ଯତ୍ନ ନବେେ। ଆଉ ଆମ୍ଭର ପଲ ଭୟଭୀତ କି ନିରାଶ ହବେେ ନାହିଁ। ପୁଣି ସମାନଙ୍କେ ମଧ୍ଯରୁ କହେି ହଜିବେ ନାହିଁ। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ନୋହିବେ, କିଅବା ସେମାନଙ୍କର କେହି ଅନୁପସ୍ଥିତ ନୋହିବ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ସେମାନଙ୍କ ଉଦ୍ଦେଶ୍ୟରେ ନୂତନ ପାଳକ ନିଯୁକ୍ତ କରିବା। ସେମାନେ ସେମାନଙ୍କୁ ଚରାଇବେ ଓ ଯତ୍ନ ନେବେ। ଆଉ ଆମ୍ଭର ପଲ ଭୟଭୀତ କି ନିରାଶ ହେବେ ନାହିଁ। ପୁଣି ସେମାନଙ୍କ ମଧ୍ୟରୁ କେହି ହଜିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।