Jeremiah 23:40 — Compare Translations

5 translations compared side by side

Odia - 1840
"ଆମ୍ଭେ ଏପରି ଦୁର୍ନାମ ଓ ଲଜ୍ଜ୍ଯା ତୁମ୍ଭମାନଙ୍କୁ ଚିରକାଳ ଭୋଗଇବା, ଯାହାକୁ ତୁମ୍ଭମାନେେ କବେେ ଭୁଲିପାରିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାହା ବିସ୍ମୃତ ନୋହିବ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏପରି ଦୁର୍ନାମ ଓ ଲଜ୍ଜା ତୁମ୍ଭମାନଙ୍କୁ ଚିରକାଳ ଭୋଗକରାଇବା, ଯାହାକୁ ତୁମ୍ଭେମାନେ କେବେ ଭୁଲିପାରିବ ନାହିଁ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”