Jeremiah 23:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି, ଯେଉଁ ସମୟରେ ଦାଉଦ ବଂଶ ରେ ଆମ୍ଭେ ଏକ ଧାର୍ମିକ ଶାଖା 'ଉତ୍ପନ୍ନ' କରିବା। ତହିଁରେ ସେ ରାଜା ହାଇେ ରାଜତ୍ବ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳ ରେ ଦେଶ ରେ ସୁବିଚାର ଓ ନ୍ଯାଯ ପ୍ରତିଷ୍ଠା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ଵ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
The Good “Branch” ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଦାଉଦ ବଂଶରେ ଆମ୍ଭେ ଏକ ଧାର୍ମିକ ‘ଶାଖା’ ଉତ୍ପନ୍ନ କରିବା। ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳରେ ଦେଶରେ ସୁବିଗ୍ଭର ଓ ନ୍ୟାୟ ପ୍ରତିଷ୍ଠା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।