Jeremiah 23:6 — Compare Translations

5 translations compared side by side

Odia - 1840
"ସହେି ଉତ୍ତମ ରାଜତ୍ବ କାଳ ରେ ଶାଖା 'ଉତ୍ପନ୍ନ' ହାଇେ ଯିହୁଦା ପରିତ୍ରାଣ ପାଇବ ଓ ଇଶ୍ରାୟେଲ ନିରାପଦ ରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମ ରେ ସେ ବିଖ୍ଯାତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଉତ୍ତମ ରାଜତ୍ୱ କାଳରେ ‘ଶାଖା’ ଉତ୍ପନ୍ନ ହୋଇ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।”