Jeremiah 23:7 — Compare Translations
5 translations compared side by side
Odia - 1840
"ଏଣୁକରି ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଲୋକମାନେ କହିବେ ନାହିଁ, ' ସହେି ଜୀବିତ ସଦାପ୍ରଭୁ ଇଶ୍ରାୟେଲ ସନ୍ତାନଗଣକୁ ମିଶର ଦେଶରୁ ବାହାରକରି ଆଣିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଏଣୁକରି ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଲୋକମାନେ କହିବେ ନାହିଁ, ‘ସେହି ଜୀବିତ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ମିଶର ଦେଶରୁ ବାହାରକରି ଆଣିଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
Odia IRV 2017 (ଓଡିଆ ବାଇବେଲ)
ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;