Jeremiah 23:8 — Compare Translations
5 translations compared side by side
Odia - 1840
"ମାତ୍ର ଲୋକମାନେ ଏକ ନୂଆ କଥା କହିବେ। ସମାନେେ କହିବେ, ' ସହେି ଜୀବିତ ସଦାପ୍ରଭୁ ଇଶ୍ରାୟେଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନକୁ ଆମ୍ଭେ ସମାନଙ୍କେୁ ତଡ଼ି ଦଇେଥିଲୁ, ସହେିସବୁ ଦେଶରୁ ସମାନଙ୍କେୁ ବାହାର କରି ଆଣିଲେ।' ଆଉ ସମାନେେ ଆପଣା ଦେଶ ରେ ବାସ କରିବେ। ଏପରି ସମୟ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଲୋକମାନେ ଏକ ନୂଆ କଥା କହିବେ। ସେମାନେ କହିବେ, ‘ସେହି ଜୀବିତ ସଦାପ୍ରଭୁ ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନକୁ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ସେମାନଙ୍କୁ ବାହାର କରି ଆଣିଲେ।’ ଆଉ ସେମାନେ ଆପଣା ଦେଶରେ ବାସ କରିବେ। ଏପରି ସମୟ ଆସୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,” ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।