Jeremiah 23:9 — Compare Translations
5 translations compared side by side
Odia - 1840
"ଭବିଷ୍ଯଦବକ୍ତାମାନଙ୍କ ପ୍ରତି ବାର୍ତ୍ତା। ମାରେ ଅନ୍ତରସ୍ଥ ହୃଦଯ ଭଗ୍ନ ହାଇେଅଛି। ମାରେ ଅସ୍ଥିସବୁ କୁଅଛି। ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ଯ ହତେୁ ମୁଁ ମତ୍ତ ଲୋକ ତୁଲ୍ଯ ଓ ଦ୍ରାକ୍ଷାରସ ରେ ପରାଜିତ ତୁଲ୍ଯ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ । ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟା ଭବିଷ୍ୟଦ୍ବକ୍ତାଙ୍କ ବିପକ୍ଷରେ ବିଗ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି ବାର୍ତ୍ତା। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି। ମୋର ଅସ୍ଥିସବୁ କମ୍ପୁଅଛି। ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ୟ ହେତୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ତୁଲ୍ୟ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।
Odia IRV 2017 (ଓଡିଆ ବାଇବେଲ)
ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।