Jeremiah 24:1 — Compare Translations

5 translations compared side by side

Odia - 1840
"ବାବିଲର ରାଜା ନବୂଖଦନିତ୍ସର, ଯିହାୟୋଦାରକୀମ୍ର ପୁତ୍ର, ଯିହୁଦାର ରାଜା ୟିହୋଯାଖୀନକୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ୟିରୁଶାଲମରୁ ବନ୍ଦୀକରି ବାବିଲକୁ ନଇଗେଲା ଉତ୍ତା ରେ, ସଦାପ୍ରଭୁ ମାେତେ ଏକ ଦର୍ଶନ ଦଖାଇେଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖ ରେ ଦୁଇ ଡ଼ାଲା ଡ଼ିମ୍ବିରି ଫଳ ରଖା ୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକରଣଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମିରି ଫଳ ରଖାଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଡିମ୍ବିରି ଫଳ ଓ ମନ୍ଦ ଡିମ୍ବିରି ଫଳ ବାବିଲର ରାଜା ନବୂଖ‌ଦ୍‌ନିତ୍ସର, ଯିହୋୟାକୀ‌‌‌ମ୍‌‌‌ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀ‌‌‌ନ୍‌‌‌କୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ଯିରୁଶାଲମରୁ ବନ୍ଦୀକରି ବାବିଲକୁ ନେଇଗଲା ଉତ୍ତାରେ, ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖା ଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।