Jeremiah 24:10 — Compare Translations
5 translations compared side by side
Odia - 1840
"ସମାନେେ ସଇେ ଭୂମିରୁ ଉଚ୍ଛିନ୍ନ ହବୋ ପର୍ୟ୍ଯନ୍ତ ଆମ୍ଭେ ସମାନଙ୍କେ ବିପକ୍ଷ ରେ, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା, ଯେଉଁ ଦେଶ ସମାନଙ୍କେୁ ଓ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦଇେଥିଲି। ତହିଁରୁ ସମାନଙ୍କେୁ ଉଚ୍ଛନ୍ନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ଼୍ଗ ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେଇ ଭୂମିରୁ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ବିପକ୍ଷରେ, ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା, ଯେଉଁ ଦେଶ ସେମାନଙ୍କୁ ଓ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିଲି। ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।’”