Jeremiah 24:2 — Compare Translations
5 translations compared side by side
Odia - 1840
"ଗୋଟିଏ ଡ଼ାଲା ରେ ଆଦ୍ଯ ପକ୍ବ ଡ଼ିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲା ରେ ଏପରି ଅତି ମନ୍ଦ ଡ଼ିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପୟୋଗୀ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଡାଲାରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ଅତି ଉତ୍ତମ ଡିମିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଡାଲାରେ ଆଦ୍ୟ ପକ୍ୱ ଡିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲାରେ ଏପରି ଅତି ମନ୍ଦ ଡିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପଯୋଗୀ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।