Jeremiah 24:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ପଚାରିଲେ, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଛ? ମୁଁ ଉତ୍ତର କଲି, ଡ଼ିମ୍ବିରି ଫଳ, ଉତ୍ତମ ଡ଼ିମ୍ବିରି ଅତି ଉତ୍ତମ ଓ ମନ୍ଦ ଡ଼ିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନ ଯୋଗ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ମୋତେ କହିଲେ, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଡିମିରି ଫଳ, ଉତ୍ତମ ଡିମିରି, ଅତି ଉତ୍ତମ ଓ ମନ୍ଦ ଡିମିରି, ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ପଗ୍ଭରିଲେ, “ହେ ଯିରିମିୟ, ତୁମ୍ଭେ କ’ଣ ଦେଖୁଛ?” ମୁଁ ଉତ୍ତର କଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନଯୋଗ୍ୟ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”