Jeremiah 24:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗେଲ, ଏହିସବୁ ଉତ୍ତମ ଡ଼ିମିରି ତୁଲ୍ଯ। ମୁଁ ସମାନଙ୍କେୁ ଉତ୍ତମ ବୋଲି ବିବଚେନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲଦୀଯମାନଙ୍କ ଭୂମିକୁ ତଡ଼ି ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମିରି ଫଳ ତୁଲ୍ୟ ଜ୍ଞାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗଲେ, ଏହିସବୁ ଉତ୍ତମ ଡିମ୍ବିରି ତୁଲ୍ୟ। ମୁଁ ସେମାନଙ୍କୁ ଉତ୍ତମ ବୋଲି ବିବେଚନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲ୍ଦୀୟମାନଙ୍କ ଭୂମିକୁ ତଡ଼ି ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।
Odia IRV 2017 (ଓଡିଆ ବାଇବେଲ)
“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।