Jeremiah 24:7 — Compare Translations
5 translations compared side by side
Odia - 1840
"ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସମାନଙ୍କେୁ ଜଣାଇବା ପାଇଁ ମନ ଦବୋ। ତାହା ହେଲେ ସମାନେେ ଆମ୍ଭର ଲୋକ ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ କାରଣ ସମାନେେ ସର୍ବାନ୍ତଃକରଣ ରେ ଆମ୍ଭ ନିକଟକୁ ଫରେି ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନଙ୍କୁ ଜଣାଇବା ପାଇଁ ମନ ଦେବା। ତାହାହେଲେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା କାରଣ ସେମାନେ ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଫେରି ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।’