Jeremiah 24:8 — Compare Translations
5 translations compared side by side
Odia - 1840
"ମାତ୍ର ଯିହୁଦାର ରାଜା ସିଦିକିଯ ସହେି ଅତି ମନ୍ଦ ଡ଼ିମ୍ବିରି ଫଳ ସଦୃଶ। ତେଣୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚଯ ସିଦିକିଯକୁ, ତାହାର ଅଧିପତିଗଣକୁ ଓ ୟିରୁଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶ ରେ ଅଛନ୍ତି, ସମାନଙ୍କେୁ ଓ ଯେଉଁମାନେ ମିଶର ଦେଶ ରେ ବାସ କରନ୍ତି, ସମାନଙ୍କେୁ ଆମ୍ଭେ ତ୍ଯାଗ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେପରି ସେହି ମନ୍ଦ ଡିମିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଯିହୁଦାର ରାଜା ସିଦିକିୟ ସେହି ଅତି ମନ୍ଦ ଡିମ୍ବିରି ଫଳ ସଦୃଶ।” ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଶ୍ଚୟ ସିଦିକିୟକୁ, ତାହାର ଅଧିପତିଗଣକୁ ଓ ଯିରୁଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିଶର ଦେଶରେ ବାସ କରନ୍ତି, ସେମାନଙ୍କୁ ଆମ୍ଭେ ତ୍ୟାଗ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।