Jeremiah 24:9 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କ ଉପରେ ଏମିତି ବିପର୍ଯ୍ୟୟ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବେ। ସମସ୍ତେ ସେମାନଙ୍କୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ଷିପ୍ତ କରିବା, ସେହି ସ୍ଥାନର ଲୋକମାନେ ସେମାନଙ୍କୁ ଅଭିଶାପ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।