Jeremiah 25:1 — Compare Translations
5 translations compared side by side
Odia - 1840
"ବାବିଲର ରାଜା ନବୂଖଦନିତ୍ସରର ଅଧିକାରର ପ୍ରଥମ ବର୍ଷ ରେ ଓ ଯୋଶିୟଯର ପୁତ୍ର, ଯିହୁଦାର ରାଜା ୟିହୋଯାକୀମର ଅଧିକାରର ଚତୁର୍ଥ ବର୍ଷ ରେ, ଯିହୁଦାର ସମଗ୍ର ଲୋକ ବିଷଯ ରେ ଯିରିମିୟଙ୍କ ନିକଟରେ ଏହି ବାକ୍ଯ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କ ପ୍ରଗ୍ଭରର ସାରାଂଶ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷରେ ଓ ଯୋଶିୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;
Odia IRV 2017 (ଓଡିଆ ବାଇବେଲ)
ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;