Jeremiah 25:10 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ଆମ୍ଭେ ସମାନଙ୍କେ ମଧ୍ଯରୁ ଆମାଦେ, ପ୍ରମାଦେ, ଧ୍ବନି, ବରକନ୍ଯାଙ୍କର ସୁଖ ଓ ହର୍ଷ ଧ୍ବନି, ଚକିର ଶବ୍ଦ ଓ ପ୍ରଦୀପର ଆଲୋକ ଦୂର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରର ରବ ଓ କନ୍ୟାର ରବ, ଚକିର ଶଦ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦ, ପ୍ରମୋଦ, ଧ୍ୱନି, ବରକନ୍ୟାଙ୍କର ସୁଖ ଓ ହର୍ଷ ଧ୍ୱନି, ଚକିର ଶବ୍ଦ ଓ ପ୍ରଦୀପର ଆଲୋକ ଦୂର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।