Jeremiah 25:11 — Compare Translations

5 translations compared side by side

Odia - 1840
"ତହିଁରେ ସମଗ୍ର ଦେଶ ଏକ ଶୂନ୍ଯ ମରୁଭୂମିରେ ପରିଣତ ହବେ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ୟ୍ଯନ୍ତ ଦାସ ହାଇେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ଵ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସମଗ୍ର ଦେଶ ଏକ ଶୂନ୍ୟ ମରୁଭୂମିରେ ପରିଣତ ହେବ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ଯ୍ୟନ୍ତ ଦାସ ହୋଇ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।”