Jeremiah 25:12 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କହନ୍ତି, ସତୁରିବର୍ଷ ଅନ୍ତେ ଆମ୍ଭେ ବାବିଲ ରାଜାକୁ, ସହେି ଗୋଷ୍ଠୀକି ଓ କଲଦୀଯମାନଙ୍କ ଦେଶକୁ ସମାନଙ୍କେ ଅଧର୍ମ ସକାେଶ ଶାସ୍ତି ଦବୋ ଓ ତାହାକୁ ସଦାକାଳ ଧ୍ବଂସସ୍ଥାନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକି ଓ କଲ୍ଦୀୟ-ମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦା କାଳ ଧ୍ଵଂସସ୍ଥାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ସତୁରିବର୍ଷ ଅନ୍ତେ ଆମ୍ଭେ ବାବିଲ ରାଜାକୁ, ସେହି ଗୋଷ୍ଠୀକି ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହାକୁ ସଦାକାଳ ଧ୍ୱଂସସ୍ଥାନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକୁ ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହନ୍ତି, “ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକି ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।