Jeremiah 25:13 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ସହେି ଦେଶ ବିରୁଦ୍ଧ ରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧ ରେ ଯିରିମିୟଙ୍କ ଦ୍ବାରା ପ୍ରଚାରିତ ଯେଉଁ ଭବିଷ୍ଯଦବାକ୍ଯ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସହେି ସମସ୍ତ ବାକ୍ଯ ସହେି ଦେଶପ୍ରତି ସଫଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ଵାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମିୟଙ୍କ ଦ୍ୱାରା ପ୍ରଗ୍ଭରିତ ଯେଉଁ ଭବିଷ୍ୟ‌ଦ୍‌ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ସେହି ଦେଶପ୍ରତି ସଫଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍‍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍‍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।
Odia IRV 2017 (ଓଡିଆ ବାଇବେଲ)