Jeremiah 25:14 — Compare Translations

5 translations compared side by side

Odia - 1840
"ଏବଂ ସମାନେେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହବେେ। ଆଉ ଆମ୍ଭେ ସମାନଙ୍କେ କାର୍ୟ୍ଯକଳାପନୁସା ରେ ଓ ସମାନଙ୍କେ ହସ୍ତକୃତ କର୍ମାନୁସା ରେ ସମାନଙ୍କେୁ ପ୍ରତିଫଳ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହେବେ। ଆଉ ଆମ୍ଭେ ସେମାନଙ୍କ କାର୍ଯ୍ୟକଳାପନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
Odia IRV 2017 (ଓଡିଆ ବାଇବେଲ)
କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”