Jeremiah 25:15 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ମୋତେ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ଗୋଷ୍ଠୀମାନଙ୍କ ଉପରେ ବିଗ୍ଭର ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁ ଏହା ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସେମାନଙ୍କୁ ତାହା ପାନ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।