Jeremiah 25:16 — Compare Translations
5 translations compared side by side
Odia - 1840
"ତାହା ପାନ କରି ସମାନେେ ବାନ୍ତିକରି ଏଣେ ତଣେେ ଟଳମଳ ହବେେ। ପୁଣି ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ ପଠାଇଥିବା ଖଡ୍ଗ ହତେୁ ସମାନେେ ଉନ୍ମତ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ଼୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ପାନ କରି ସେମାନେ ବାନ୍ତିକରି ଏଣେ ତେଣେ ଟଳମଳ ହେବେ। ପୁଣି ଆମ୍ଭେ ସେମାନଙ୍କ ବିରୁଦ୍ଧରେ ପଠାଇଥିବା ଖଡ଼୍ଗ ହେତୁ ସେମାନେ ଉନ୍ମତ୍ତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”