Jeremiah 25:17 — Compare Translations

5 translations compared side by side

Odia - 1840
"ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସହେି ପାତ୍ର ନଇେ, ତାଙ୍କର କହିବାନୁସା ରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ତାଙ୍କର କହିବାନୁସାରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;