Jeremiah 25:18 — Compare Translations
5 translations compared side by side
Odia - 1840
"ମୁଁ ଯିହୁଦା ଓ ୟିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସହେି ପାତ୍ରରୁ ପାନ କରାଇଲି। ସହେି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶାଚେନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ୟ୍ଯନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ଯବହାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶଦ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯିହୁଦା ଓ ଯିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସେହି ପାତ୍ରରୁ ପାନ କରାଇଲି। ସେହି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶୋଚନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ଯ୍ୟନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ୟବହାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।