Jeremiah 25:19 — Compare Translations
5 translations compared side by side
Odia - 1840
"ମୁଁ ମଧ୍ଯ ମିଶରର ରାଜା ଫାରୋକୁ, ତାହାର ଦାସଗଣକୁ ତାହାର ଅଧିପତିମାନଙ୍କୁ ଓ ତାହାର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କର ସହେି କୋରଧରୂପୀ ପାତ୍ରରୁ ପାନ କରାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମଧ୍ୟ ମିଶରର ରାଜା ଫାରୋକୁ, ତାହାର ଦାସଗଣକୁ ତାହାର ଅଧିପତିମାନଙ୍କୁ ଓ ତାହାର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କର ସେହି କ୍ରୋଧରୂପୀ ପାତ୍ରରୁ ପାନ କରାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;
Odia IRV 2017 (ଓଡିଆ ବାଇବେଲ)
ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;