Jeremiah 25:2 — Compare Translations
5 translations compared side by side
Odia - 1840
"ଭବିଷ୍ଯଦବକ୍ତା ଯିରିମିୟ ଯିହୁଦାର ସମସ୍ତ ଲୋକ ଓ ସମସ୍ତ ୟିରୁଶାଲମ ନିବାସୀ ନିକଟରେ ସହେି ବାକ୍ଯ ପ୍ରଚାର କରି କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟଦ୍ବକ୍ତା ଯିରିମିୟ ଯିହୁଦାର ସମସ୍ତ ଲୋକ ଓ ସମସ୍ତ ଯିରୁଶାଲମ ନିବାସୀ ନିକଟରେ ସେହି ବାକ୍ୟ ପ୍ରଗ୍ଭର କରି କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;
Odia IRV 2017 (ଓଡିଆ ବାଇବେଲ)
ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;