Jeremiah 25:20 — Compare Translations

5 translations compared side by side

Odia - 1840
"ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଉଷ୍ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘଷା ଓ ଇକ୍ରୋଣ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଏବଂ ଅସ୍କିଲୋନ, ଘଷା, ଇକ୍ରୋଣ ଓ ଅ‌‌ସ୍‌‌ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ୍‍ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍‍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;