Jeremiah 25:22 — Compare Translations
5 translations compared side by side
Odia - 1840
"ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ବୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ଵୀପର ସମସ୍ତ ରାଜାଙ୍କୁ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;