Jeremiah 25:23 — Compare Translations
5 translations compared side by side
Odia - 1840
"ପୁଣି ଦଦାନ୍, ଢ଼ମାେ ଓ ବୁଷର ଲୋକମାନେ ଆପଣା ଆପଣା କେଶ ମୁଣ୍ଡନ କରି ସହେି ପାତ୍ରକୁ ପାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦଦାନ୍ ଓ ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ତନକାରୀ ସମସ୍ତ ଲୋକଙ୍କୁ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦଦାନ୍, ଢେମା ଓ ବୁଷର ଲୋକମାନେ ଆପଣା ଆପଣା କେଶ ମୁଣ୍ଡନ କରି ସେହି ପାତ୍ରରୁ ପାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦଦାନ, ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;
Odia IRV 2017 (ଓଡିଆ ବାଇବେଲ)
ଦଦାନ୍, ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;