Jeremiah 25:24 — Compare Translations

5 translations compared side by side

Odia - 1840
"ପୁରି ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
Odia Bible ERV 2004 (ପବିତ୍ର ବାଇବଲ)
ପୁରି ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;