Jeremiah 25:26 — Compare Translations
5 translations compared side by side
Odia - 1840
"ପୁଣି ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ସମସ୍ତ ରାଜା ଜଣଙ୍କ ପ ରେ ଜଣେ ଏହା ପାନ କଲେ। ପୁଣି ପୃଥିବୀସ୍ଥ ସମସ୍ତ ରାଜ୍ଯକୁ ପାନ କରାଇଲା ପ ରେ ଶେଶକର ରାଜା ଏହି ପାତ୍ରରୁ ପାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ଏକଆରେକର ସହିତ ଓ ଭୂମଣ୍ତଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ସମସ୍ତ ରାଜା ଜଣକ ପରେ ଜଣେ ଏହା ପାନ କଲେ। ପୁଣି ପୃଥିବୀସ୍ଥ ସମସ୍ତ ରାଜ୍ୟକୁ ପାନ କରାଇଲା ପରେ “ଶେଶକର” ରାଜା ଏହି ପାତ୍ରରୁ ପାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।