Jeremiah 25:28 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ତୁମ୍ଭ ହସ୍ତରୁ ପାତ୍ର ନଇେ ପାନ କରିବାକୁ ଯବେେ ଅସମ୍ମତ ହବେେ, ତବେେ ତୁମ୍ଭେ ସମାନଙ୍କେୁ ଏହା କହିବ, 'ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ନିଶ୍ଚଯ ତାହା ପାନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ତାହା ପାନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ‘ତୁମ୍ଭେମାନେ ଅବଶ୍ୟ ପାନ କରିବ।’