Jeremiah 25:31 — Compare Translations

5 translations compared side by side

Odia - 1840
"ସମଗ୍ର ପୃଥିବୀ ରେ ଏକ ଧ୍ବନି ବ୍ଯାପିୟିବ। କାରଣ ପୃଥିବୀର ସମସ୍ତ ଗୋଷ୍ଠୀ ଉପ ରେ ସଦାପ୍ରଭୁଙ୍କର କୋରଧ ଅଛି। ସେ ସମାନଙ୍କେର ବିଚାର କରି ଶାସ୍ତି ଦବେେ। ପୁଣି ସେ ଦୁଷ୍ଟାଚାରୀମାନଙ୍କୁ ଖଡ୍ଗ ରେ ସମର୍ପଣ କରିବେ।' ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ଵନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ଼୍‍ଗରେ ସମର୍ପଣ କରିବେ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ପୃଥିବୀରେ ଏକ ଧ୍ୱନି ବ୍ୟାପିଯିବ। କାରଣ ପୃଥିବୀର ସମସ୍ତ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର କ୍ରୋଧ ଅଛି। ସେ ସେମାନଙ୍କର ବିଗ୍ଭର କରି ଶାସ୍ତି ଦେବେ। ପୁଣି ସେ ଦୁଷ୍ଟାଗ୍ଭରୀମାନଙ୍କୁ ‌‌ ଖ‌ଡ଼୍‌ଗରେ ସମର୍ପଣ କରିବେ।’” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,” ଏହା ସଦାପ୍ରଭୁ କହନ୍ତି।