Jeremiah 25:32 — Compare Translations
5 translations compared side by side
Odia - 1840
"ପୁରି ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ। ସମଗ୍ର ପୃଥିବୀ ରେ ମହା ତାଫୋନ ଉଠିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରା; ସୀମାରୁ ଏକ ମହାତୋଫାନ ଉଠିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁରି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ। ସମଗ୍ର ପୃଥିବୀରେ ମହା ତୋଫାନ ଉଠିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହା ତୋଫାନ ଉଠିବ।