Jeremiah 25:33 — Compare Translations
5 translations compared side by side
Odia - 1840
"ପୁଣି ସେ ସମୟରେ ସଦାପ୍ରଭୁଙ୍କ ଦ୍ବାରା ନିହତ ଲୋକମାନଙ୍କର ଶବ ପୃଥିବୀର ଆରମ୍ଭରୁ ଶଷେ ସୀମା ପର୍ୟ୍ଯନ୍ତ ଦଖାୟିବେ। ସମାନଙ୍କେ ପାଇଁ ବିଳାପ କରିବାକୁ କହେି ନ ଥିବେ ଓ କବର ଦବୋପାଇଁ ମଧ୍ଯ କହେି ନ ଥିବେ। ସମାନେେ ଭୂଇଁର ଗୋବର ଖତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ; ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ,ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ନୋହିବେ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସମୟରେ ସଦାପ୍ରଭୁଙ୍କ ଦ୍ୱାରା ନିହତ ଲୋକମାନଙ୍କର ଶବ ପୃଥିବୀର ଆରମ୍ଭରୁ ଶେଷ ସୀମା ପର୍ଯ୍ୟନ୍ତ ଦେଖାଯିବ। ସେମାନଙ୍କ ପାଇଁ ବିଳାପ କରିବାକୁ କେହି ନ ଥିବେ ଓ କବର ଦେବା ପାଇଁ ମଧ୍ୟ କେହି ନ ଥିବେ। ସେମାନେ ଭୂଇଁର ଗୋବର ଖତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।”