Jeremiah 25:36 — Compare Translations
5 translations compared side by side
Odia - 1840
"ମୁଁ ମଷେପାଳକମାନଙ୍କର ଚିତ୍କାର ଓ ମଷେପଲର ଅଧିପତିମାନଙ୍କର ସ୍ବର ଶୁଣିଅଛି। କାରଣ ସଦାପ୍ରଭୁ ସମାନଙ୍କେର ବାସସ୍ଥାନ ଉଜାଡ଼ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଷପାଳକମାନଙ୍କର କ୍ରନ୍ଦନର ଶଦ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶଦ୍ଦ ଶୁଣାଯାଏ । କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମେଷପାଳକମାନଙ୍କର ଚିତ୍କାର ଓ ମେଷପଲର ଅଧିପତିମାନଙ୍କର ସ୍ୱର ଶୁଣିଅଛି। କାରଣ ସଦାପ୍ରଭୁ ସେମାନଙ୍କର ବାସସ୍ଥାନ ଉଜାଡ଼ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।