Jeremiah 25:37 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କୋର୍ଧ ଯୋଗୁଁ ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ଯ ମରୁ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶଦ୍ଦ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଯୋଗୁଁ ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ୟ ମରୁ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।