Jeremiah 25:38 — Compare Translations
5 translations compared side by side
Odia - 1840
"ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ଯ ଆପଣା ଗହ୍ବର ତ୍ଯାଗ କରିଅଛନ୍ତି। ତାଙ୍କର କୋରଧ ରୂପକ ଖଡ୍ଗ ଭୟଙ୍କର ହବେ ଓ ସହେି ପ୍ରଚଣ୍ଡ କୋର୍ଧ ହତେୁରୁ ଦେଶ ଶୂନ୍ଯ ମରୁମଯ ସ୍ତାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସିଂହ ତୁଲ୍ୟଆପଣା ଗହ୍ଵର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ଼୍ଗର ଭୟଙ୍କରତା ହେତୁରୁ ଓ ତାହାଙ୍କର ପ୍ରଚଣ୍ତ କ୍ରୋଧ ହେତୁରୁ ଦେଶ ବିସ୍ମୟସ୍ଥାନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି। ତାଙ୍କର କ୍ରୋଧ ରୂପକ ଖଡ଼୍ଗ ଭୟଙ୍କର ହେବ ଓ ସେହି ପ୍ରଚଣ୍ଡ କ୍ରୋଧ ହେତୁରୁ ଦେଶ ଶୂନ୍ୟ ମରୁମୟ ସ୍ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।