Jeremiah 25:4 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ପ୍ରତ୍ଯୁଷ ରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭମାନେେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।